Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୦୫

11/09/2020 at 10:41 AM

ଭୁବନେଶ୍ବର ୧୧।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ । କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୦୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୩୨୩୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts