Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୨୬

13/09/2020 at 10:53 AM

ଭୁବନେଶ୍ବର ୧୩।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି , ମୟୁରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୦୮୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୨୪୨୩୧୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts