Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୬୯

17/09/2020 at 11:52 AM

ଭୁବନେଶ୍ବର ୧୭।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ଆକ୍ରାନ୍ତ ଥିବା ବେଳେ ଗଜପତି ଜିଲ୍ଲାରୁ ୨ ଜଣ, ବାଲେଶ୍ବର, କଟକ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୬୧୯୬୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts