ଭୁବନେଶ୍ବର ୩୦।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
{"id":336497,"sizeSlug":"large"}୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଭଦ୍ରକ, କଟକ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
wp:core-embed/twitter {"url":"https://twitter.com/HFWOdisha/status/1311192085626630150?s=09","type":"rich","providerNameSlug":"twitter","className":""} /wp:core-embed/twitter wp:core-embed/twitter {"url":"https://twitter.com/HFWOdisha/status/1311192087954518017?s=09","type":"rich","providerNameSlug":"twitter","className":""} /wp:core-embed/twitter wp:core-embed/twitter {"url":"https://twitter.com/HFWOdisha/status/1311192091167305735?s=09","type":"rich","providerNameSlug":"twitter","className":""} /wp:core-embed/twitter wp:html/wp:html wp:html10. An 80-year old male of Nayagarh district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 30, 2020
11. A 45-year old male of Nayagarh district who was also suffering from Diabetes.
12.A 63-year old male of Nayagarh district who was also suffering from Diabetes & Hypertension.
/wp:html13.A 52-year old female of Puri district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 30, 2020
14.A 68-year old male of Puri district who was also suffering from Diabetes & Hypertension.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୯୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୭୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୯୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।