Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

30/09/2020 at 12:15 PM

ଭୁବନେଶ୍ବର ୩୦।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ନୟାଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଭଦ୍ରକ, କଟକ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୯୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୯୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts