Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

3/10/2020 at 11:28 AM

ଭୁବନେଶ୍ବର ୩।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ବାଲେଶ୍ବର, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୁରଭଞ୍ଜ ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୯୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୪୧୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୫୨୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts