Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୮୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

12/11/2020 at 11:00 AM

ଭୁବନେଶ୍ବର ୧୨।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୫୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୨୪୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୮୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୨୨୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts