Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

୨୫ ରାଜ୍ୟକୁ ମିଳିଲା କୋଭିଡ୍ ସହାୟତା, ଓଡିଶାକୁ ୩୩୩.୮ କୋଟି

9/05/2021 at 12:49 PM

ନୂଆଦିଲ୍ଲୀ,୦୯ ।୫ :କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ରାଜ୍ୟକୁ କୋଭିଡ୍ ସହାୟତା ରାଶି ପ୍ରଦାନ କରାଯାଇଛି । ୨୫ଟି ରାଜ୍ୟକୁ ଏହି ସହାୟତା ରାଶି ପ୍ରଦାନ କରିଛି ଅର୍ଥ ମନ୍ତ୍ରାଳୟ  । ମୋ ୮୯୨୩. ୮ କୋଟି ଟଙ୍କା ସହାୟତା ରାଶି ଦିଆଯାଇଛି ।

ଆନ୍ଧ୍ରପ୍ରଦେଶକୁ ୩୮୭. ୮ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଅରୁଣାଞ୍ଚଳ ପ୍ରଦେଶକୁ ୩୪ କୋଟି, ଆସାମକୁ ୨୩୭.୨ କୋଟି, ବିହାରକୁ ୭୪୧.୮ କୋଟି, ଛତିଶଗଡକୁ ୨୧୫ କୋଟି, ଗୁଜୁରାଟକୁ ୪୭୨.୪ କୋଟି, ହରିୟାଣାକୁ ୧୮୭ କୋଟି, ହିମାଚଳ ପ୍ରଦେଶକୁ ୬୩.୪ କୋଟି, ଝାଡଖଣ୍ଡକୁ ୨୪୯.୮ କୋଟି, କର୍ଣ୍ଣାଟକକୁ ୪୭୫.୪ କୋଟି, କେରଳକୁ ୨୪୦.୬ କୋଟି, ମଧ୍ୟ ପ୍ରଦେଶକୁ ୫୮୮.୮ କୋଟି, ମହାରାଷ୍ଟ୍ରକୁ ୮୬୧.୪ କୋଟି, ମଣିପୁରକୁ ୨୬.୨ କୋଟି, ମିଜୋରାମକୁ ୧୩.୮ କୋଟି, ଓଡିଶାକୁ ୩୩୩. ୮ କୋଟି ପ୍ରଦାନ କରାଯାଇଛି ।

ସେହିପରି ପଞ୍ଜାବକୁ ୨୦୫.୨ କୋଟି, ରାଜସ୍ଥାନକୁ ୫୭୦.୮ କୋଟି, ସିକିମକୁ ୬.୨ କୋଟି, ତାମିଲନାଡୁକୁ ୫୩୩.୨ କୋଟି, ତେଲେଙ୍ଗାନାକୁ ୨୭୩ କୋଟି, ତ୍ରିପୁରାକୁ ୨୮.୨ କୋଟି, ଉତ୍ତର ପ୍ରଦେଶକୁ ୧୪୪୧.୬ କୋଟି, ଉତ୍ତରାଖଣ୍ଡକୁ ୮୫ କୋଟି, ପଶ୍ଚିମବଙ୍ଗକୁ ୬୫୨. ୨ କୋଟି ଟଙ୍କା ପ୍ରଦାନ କରାଯାଇଛି ।  

   Related Posts