‘ଭାରତରେ କୋଭିଡ୍‌ ସ୍ଥିତି ଅତ୍ୟନ୍ତ ହୃଦୟ ବିଦାରକ’ : WHO, ସେପଟେ ବାଇଡେନ୍‌ଙ୍କ ସହ କଥା ହେଲେ ମୋଦି

Published By : Prameya-News7 Bureau | April 26, 2021 IST

ନୂଆଦିଲ୍ଲୀ ୨୬/୦୪ : ଭାରତର ସ୍ଥିତି ହୃଦୟ ବିଦାରକ । ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । ବିଭିନ୍ନ ଦେଶରେ ସଂକ୍ରମଣ କମୁଥିବା ବେଳେ ଭାରତରେ କରୋନା ଅଣାୟତ ହୋଇପଡିଛି । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଡିଜି ଟେଡ୍ରସ୍‌ ।

ଭାରତରେ କରୋନା ସଂକ୍ରମଣ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଆଲୋଚନା ହୋଇଛି । ଟେଲିଫୋନ ଯାଗେ ଉଭୟଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.