Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

‘ଭାରତରେ କୋଭିଡ୍‌ ସ୍ଥିତି ଅତ୍ୟନ୍ତ ହୃଦୟ ବିଦାରକ’ : WHO, ସେପଟେ ବାଇଡେନ୍‌ଙ୍କ ସହ କଥା ହେଲେ ମୋଦି

26/04/2021 at 10:12 PM

ନୂଆଦିଲ୍ଲୀ ୨୬/୦୪ : ଭାରତର ସ୍ଥିତି ହୃଦୟ ବିଦାରକ । ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । ବିଭିନ୍ନ ଦେଶରେ ସଂକ୍ରମଣ କମୁଥିବା ବେଳେ ଭାରତରେ କରୋନା ଅଣାୟତ ହୋଇପଡିଛି । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଡିଜି ଟେଡ୍ରସ୍‌ ।

ଭାରତରେ କରୋନା ସଂକ୍ରମଣ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଆଲୋଚନା ହୋଇଛି । ଟେଲିଫୋନ ଯାଗେ ଉଭୟଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି ।

   Related Posts