Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||

କରୋନା ଯୋଦ୍ଧା କୋଭିଡ୍ ପଜିଟିଭ୍ : ଏସ୍‌ପି ଅଫିସର ଜଣେ ଓ ସିଂଲା ଥାନାର ୪ କର୍ମଚାରୀ ସଂକ୍ରମିତ

1/08/2020 at 4:54 PM

ବାଲେଶ୍ବର ୧।୮: ବାଲେଶ୍ବର ଜିଲ୍ଲାରେ କରୋନା ଯୋଦ୍ଧା କୋଭିଡ୍ ପଜିଟିଭ୍ । ରୁପ୍ସା ଥାନା ପରେ ଏବେ ସିଂଲା ଥାନାରେ ପସିଛି କରୋନା । ରୁପ୍ସା ଥାନାର ଥାନା ଅଧିକାରୀ ସମେତ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ସିଂଲା ଥାନାର ଥାନା ଅଧିକାରୀ ସମେତ ୪ ଜଣ ଆକ୍ରାନ୍ତ ହୋଇଛନ୍ତି । ରୁପ୍ସା ଥାନା ଆଉ ସିଂଲା ଥାନାକୁ ଜନସାଧାରଣ ପ୍ରବେଶ ଉପରେ କଟକଣା ଲଗାଯାଇଥିବା ବସ୍ତା ଏସଡିପିଓ ଜଳନ୍ଧର ଜାଲି ସୂଚନା ଦେଇଛନ୍ତି ।

ସେହିପରି ବାଲେଶ୍ବର ଜିଲ୍ଲା ଏସପି ଅଫିସରେ ମଧ୍ୟ ଜଣେ କରୋନା ଆକ୍ରାନ୍ତ ହୋଇଛନ୍ତି । ବାଲେଶ୍ବର ଜିଲ୍ଲା ପୋଲିସ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ହୋଇଛି । 

   Related Posts