Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି, ୪୨ଟି ଶ୍ରମିକ ସଂଗଠନ ସାମିଲ

30/10/2021 at 4:10 PM

ଭୁବନେଶ୍ବର ୩୦।୧୦: ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି । ସେ ୪୦ବର୍ଷ ଧରି ସିପିଏମ୍‌ରେ କାମ କରିଥିଲେ । ତାଙ୍କ ସହ ୪୨ଟି ଶ୍ରମିକ ସାମୁଖ୍ୟ ସଙ୍ଗଠନ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ।

ବିଜେଡିରେ ସାମିଲ ହେବା ପରେ ନବ ମହାନ୍ତି କହିଛନ୍ତି, ବାହାରେ ରହି ଶ୍ରମିକଙ୍କ ଅଧିକାର ପାଇଁ ଲଢେଇ କରୁଥିଲୁ । ସରକାରଙ୍କ ବିରୋଧରେ ବିକ୍ଷୋଭ କରୁଥିଲୁ । ଯଦି ସରକାରଙ୍କ ସହ ଆଲୋଚନା କରିବା ପରେ ସବୁ ସମସ୍ୟାର ସମାଧାନ ହୁଏ, ତାହେଲେ ସରକାରଙ୍କ ସହ ରହି ଏଭଳି ସମସ୍ୟାର ସମାଧାନ ହୋଇପାରିବ । ସେଥିପାଇଁ ସେ ବିଜେଡିରେ ସାମିଲ ହୋଇଛନ୍ତି । ନବ ମହାନ୍ତି ବିଜେଡିରେ ମିଶିବା ଦ୍ବାରା ବିଜେଡିର ଶ୍ରମିକ ସାମୁଖ୍ୟର ଆହୁରି ଶକ୍ତିଶାଳୀ ହୋଇଛି ।

   Related Posts