Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ବିଶ୍ବ କପ୍ ପାଇଁ ସଟ୍ଟା ଖେଳ ବେଳେ ପୋଲିସର ଚଢାଉ, ୨ ଗିରଫ

25/06/2019 at 9:41 AM

ରାଉରକେଲା ୨୫|୬: ସଟ୍ଟା ଖେଳ ବେଳେ ପୋଲିସର ଚଢାଉ । ନଗଦ ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ । ରାଉରକେଲା ପ୍ଲାଣ୍ଟ ସାଇଟ୍ ଅଞ୍ଚଳରୁ ଏମାନଙ୍କୁ ଗିରଫ କରିଛି ପ୍ଲାଣ୍ଟ ସାଇଟ୍ ଥାନା ପୋଲିସ । ୱାର୍ଲଡ କପ୍ ପାଇଁ  ସଟ୍ଟା ଖେଳ ଚାଲିଥିବା ବେଳେ ଚଢାଉ କରିଥିଲା ପୋଲିସ । ଏଥିସହ ସେମାନଙ୍କ ନିକଟରୁ ୧୬ଟି ମୋବାଇଲ ମଧ୍ୟ ଜବତ କରିଛି ପୋଲିସ ।

   Related Posts