Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

୨୨ ତମ ଆନ୍ତରାଜ୍ୟ ‘ଦୀପକ କୁମାର ମେମୋରିଆଲ’କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

8/12/2021 at 2:04 PM

ରାଇରଙ୍ଗପୁର ୦୮।୧୨ : ୨୨ତମ ଆନ୍ତରାଜ୍ୟ ଦୀପକ କୁମାର ମେମୋରିଆଲ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସ୍ଥିତ ମହୁଲଡିହା ପଡ଼ିଆରେ ଏହି କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି ।ରାଇରଙ୍ଗପୁର ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଆଶୁତୋଷ ନାଏକ ମୁଖ୍ୟ ଅତିଥି ଭାବରେ ପ୍ରଦୀପ ପ୍ରଜ୍ୱଳନ କରି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ।

ତେବେ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା,ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଆଠଟି ଦଳକୁ ନେଇ ପାଞ୍ଚଦିନ ଧରି ଏହି ପ୍ରତିଯୋଗିତା ଚାଲିବ। ମ୍ୟାଚ ଆରମ୍ବ ପୂର୍ବରୁ କରୋନାରେ ମୃତ୍ୟୁ ବରଣ କରିଥିବା ସଦସ୍ୟ ନଳିନୀ ଦାଶ, ଚନ୍ଦନ ନାଏକ ଓ ପଦ୍ମଲୋଚନ ପ୍ରହରାଜଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟର ନିରବ ପ୍ରାର୍ଥନା କରାଯାଇଥିଲା । ୨୦/୨୦ ଓଭରକୁ ନେଇ ଖେଳା ଯାଉଥିବା ଏହି ମ୍ୟାଚରେ ଆଜି ଖଡ଼ଗପୁର ଓ ବାରିପଦା ମଧ୍ୟରେ ମୁକାବିଲା ।

   Related Posts