Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

୩ ବଜ୍ରକାପ୍ତା ବେପାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ; ୫ଟି ବଜ୍ରକାପ୍ତା ଉଦ୍ଧାର

8/12/2018 at 2:53 PM

ଭୁବନେଶ୍ବର ୦୮|୧୨: ଉଦଳାରୁ୩ ବଜ୍ରକାପ୍ତା ବେପାରୀ ଗିରଫ । ଗତକାଲି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ସେମାନଙ୍କନିକଟରୁ ୫ଟି ବଜ୍ରକାପ୍ତା ଉଦ୍ଧାର ହୋଇଥିବାବେଳେ ସେଥିରୁ ୩ ଟି ମୃତଥିବା ଜଣାପଡିଛି ।ଗିରଫ ବେପାରୀଙ୍କସୂଚନା ଆଧାରରେ ପୋଲିସ ଆଜି ଉଦଳାର ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି । ଏହି ବଜ୍ରକାପ୍ତାଙ୍କୁ ବାହାରକୁଚାଲଣ କରାଯାଉଥିବା ସନ୍ଦେହ କରି ପୋଲିସ ଛାନଭିନ କରୁଛି । କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟଏହି ସୂଚନା ଦେଇଛନ୍ତି । ପୂର୍ବରୁ ମଧ୍ୟ ବଜ୍ରକାପ୍ତା ଉଦ୍ଧାର ହୋଇଛନ୍ତି ।

   Related Posts