Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ସାରୁଅ ଜମି କେଳେଙ୍କାରୀ ମାମଲାରେ ଓଟିଭି ସିଏଫଓଙ୍କୁ ପଚରାଉଚୁରା କରୁଛି କ୍ରାଇମବ୍ରାଞ୍ଚ

1/11/2020 at 2:05 PM

ଭୁବନେଶ୍ୱର ୦୧/୧୧ : ସାରୁଅ ଜମି କେଳେଙ୍କାରୀ ମାମଲାରେ ତନାଘନା ।  ଓଟିଭି ମୁଖ୍ୟ ଆର୍ଥିକ ଅଧିକାରୀ   ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ପଚରା ଉଚରା କରୁଛି କ୍ରାଇମବ୍ରାଞ୍ଚ । ପୂର୍ବରୁ କ୍ରାଇମବ୍ରାଞ୍ଚରେ ହାଜର ହୋଇଥିଲେ ଓଟିଭି CFO ।  ଆଜି ତାଙ୍କୁ ପୁଣିଥରେ କ୍ରାଇମବ୍ରାଞ୍ଚ ପଚରାଉଚରା କରୁଛି ।

ଚଞ୍ଚକତା କରି ସାରୁଅଠାରେ ଜମି କିଣିଥିବା ନେଇ ଓଟିଭି ନାଁରେ ଅଭିଯୋଗ ଆସିଥିଲା ।  ଏହି ଜମି ଚାରିପଟେ ବେଆଇନ ଭାବରେ ପାଚେରୀ ବୁଲାଇ ସ୍ଥାନୀୟ ଲୋକଙ୍କ ବାଟ ବନ୍ଦ କରୁଥିବା ନେଇ ଅଭିଯୋଗ ଆସିବା ପରେ ସ୍ଥାନୀୟ ପ୍ରଶାସନ ତଦନ୍ତ କରୁଛି ।  ଏହି ଅଭିଯୋଗ ପରେ ଜମି ଚାରିପଟେ ବୁଲା ଯାଇଥିବା ପାଚେରୀ ଭଙ୍ଗା ଯାଇଥିଲା ।  ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି ।

   Related Posts