Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସାରୁଅ ଜମି କେଳେଙ୍କାରୀ ମାମଲା : ମଲ୍ଲିକ ସାହି ପୋଖରୀ ନିକଟରେ କ୍ରାଇମବ୍ରାଞ୍ଚ , ୩ ଜଣିଆ ଟିମ୍‌ର ତନାଘନା

29/10/2020 at 2:11 PM

ଖୋର୍ଦ୍ଧା ୨୯।୧୦: ସାରୁଅ ଜମି କେଳେଙ୍କାରୀ ମାମଲା । ଘଟଣାର ଛାନ୍‌ଭିନ୍‌ ପାଇଁ ସାରୁଅ ମଲ୍ଲିକ ସାହି ପୋଖରୀ ନିକଟରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ସାରୁଅ ଜମି କେଳେଙ୍କାରୀ ମାମଲାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ।

ଖବର ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ସାରୁଅରେ ଜମି କେଳେଙ୍କାରୀ ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା । ଏହାପରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା ଆରମ୍ଭ କରିଥିଲା । ନିକଟରେ କିଛି ଦିନ ତଳେ ବିବାଦୀୟ ଜାଗାରୁ ପାଚେରୀ ଭାଙ୍ଗିଥିଲା ପୋଲିସ ପ୍ରଶାସନ ।

ତେବେ ଆଜି ସାରୁଅ ମଲ୍ଲିକ ସାହି ପୋଖରୀ ନିକଟରେ କ୍ରାଇମବ୍ରାଞ୍ଚର ୩ ଜଣିଆ ଟିମ୍‌ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛନ୍ତି ।  ସ୍ଥାନୀୟ ଲୋକଙ୍କୁ ପଚରାଉଚୁରା ଜାରି ରଖିଛି କ୍ରାଇମବ୍ରାଞ୍ଚ । ସେହିପରି ସାରୁଅ ମହିଳା ସମିତି ପରିସରକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି କ୍ରାଇମବ୍ରାଞ୍ଚ  ଟିମ୍ । ତେବେ କ୍ରାଇମବ୍ରାଞ୍ଚ ସହ ବାଘମାରୀ ପୋଲିସ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ

   Related Posts