ଝାରସୁଗୁଡାରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର

Published By : Prameya-News7 Bureau | September 14, 2019 IST

ଝାରସୁଗୁଡା ୧୪।୯: ଝାରସୁଗୁଡା ଛୁଆଲିବେରନାରେ ପୋଲିସର ଏନକାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛି । ବିନୋଦର ଡାହାଣ ଗୋଡରେ ଗୁଳି ବାଜିଛି । ତାକୁ ଚିକିତ୍ସା ପାଇଁ ଝାରସୁଗୁଡାରେ ଭର୍ତ୍ତି କରାଯାଇଛି । ବିନୋଦ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି । ବିନୋଦ ହେଉଛି କୋଇଲା ମାଫିଆ ସୋନୁ ଘୋଷର ସହଯୋଗୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.