Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ଝାରସୁଗୁଡାରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର

14/09/2019 at 8:55 AM

ଝାରସୁଗୁଡା ୧୪।୯: ଝାରସୁଗୁଡା ଛୁଆଲିବେରନାରେ ପୋଲିସର ଏନକାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛି । ବିନୋଦର ଡାହାଣ ଗୋଡରେ ଗୁଳି ବାଜିଛି । ତାକୁ ଚିକିତ୍ସା ପାଇଁ ଝାରସୁଗୁଡାରେ ଭର୍ତ୍ତି କରାଯାଇଛି । ବିନୋଦ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି । ବିନୋଦ ହେଉଛି କୋଇଲା ମାଫିଆ ସୋନୁ ଘୋଷର ସହଯୋଗୀ ।

   Related Posts