ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆତ୍ମ ସମର୍ପଣ କଲେନି ସିଦ୍ଧୁ, ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ମାଗିଲେ ସମୟ
  • ||
  • ସନ୍ଧ୍ୟାରେ ରୟାଲ୍ସ ବନାମ କିଙ୍ଗସ, ଜିତିଲେ ପ୍ଲେ-ଅଫରେ ଏଣ୍ଟ୍ରି କରିବ ରାଜସ୍ଥାନ
  • ||
  • ଲାଲୁ ପରିବାରକୁ ଗୁଡ୍ ମର୍ଣ୍ଣିଂ କଲା ସିବିଆଇ : ସକାଳୁ ସକାଳୁ ୧୭ ଜାଗାରେ ଚଢଉ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍
  • ||
  • ଶନିବାରଠୁ ବଢିବ ତାତି, ଆସନ୍ତା ସପ୍ତାହରେ ଲଘୁଚାପ
  • ||
  • ୨୭ ମାସ ପରେ ମୁକୁଳିଲେ ଆଜମ ଖାନ, ସ୍ୱାଗତ ପାଇଁ ପହଁଚିଲେ ଶିବପାଲ ଯାଦବ
  • ||
  • ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି
  • ||
  • ମଧ୍ୟାହ୍ନରେ ଆତ୍ମସମର୍ପଣ କରିବେ ସିଦ୍ଧୁ, ବର୍ଷେ ପାଇଁ ଯିବେ ଜେଲ୍ !
  • ||
  • ଆଜି ଜେଲରୁ ମୁକୁଳି ପାରନ୍ତି ଆଜମ ଖାନ, ଜେଲରେ ପହଁଚିଲା ଜାମିନ ଆଦେଶ
  • ||

ଜଟଣୀ କୁଶମାଟିରେ ପୋଲିସ ଉପରକୁ ଗୁଳିମାଡ ; ଅଳ୍ପକେ ବର୍ତ୍ତିଲେ ପୋଲିସ ଅଧିକାରୀ

7/10/2018 at 9:49 AM

ଖୋର୍ଦ୍ଧା ୭|୧୦:  ଜଟଣୀ କୁଶମାଟିରେ ପୋଲିସ ଉପରକୁ ଗୁଳିମାଡ । ଅଳ୍ପକେ ବର୍ତ୍ତିଲେ ପୋଲିସ ଅଧିକାରୀ । ଗୁଳିକରିଥିବା ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ମହାନ୍ତି ଗିରଫ । ଏହାସହ ତା’ ସହ ଥିବା ୨ ନାବାଳକଙ୍କୁ ମଧ୍ୟ ଗିରଫ କରାଯାଇଛି । ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିବା ରାକେଶକୁ ଧରିବାକୁ ଯାଇଥିବା ବେଳେ ପେ।ଲିସ ଉପରକୁ ଗୁଳିମାଡ କରିଥିଲା ରାକେଶ । ଘଟଣାସ୍ଥଳରୁ ଖୋକା ଜବତ କରିଛି ପୋଲିସ । ରାକେଶ ନାଁରେ ବିଭିନ୍ନ ଥାନାରେ ରହିଛି ଏକାଧିକ ଅପରାଧିକ ମାମଲା ରହିଛି ।

   Related Posts