Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଦିଗପହଣ୍ଡି ପୋଲିସର ଏନ୍‌କାଉଣ୍ଟର ; ଦୁର୍ଦ୍ଦାନ୍ତ ଅପରାଧୀ ଜୟ ପ୍ରଧାନ ଆହତ

21/12/2018 at 11:20 AM

ଦିଗପହଣ୍ଡି ୨୧|୧୨: ଗଞ୍ଜାମ ଦିଗପହଣ୍ଡିରେ ଏନକାଉଣ୍ଟର। ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ପ୍ରଧାନ ଗୁରୁତର ଆହତ ହୋଇଛି। ଜୟର ବାମ ଗୋଡ଼ରେ ଗୁଳି ବାଜିଛି। ତାକୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ପରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।  ଦିଗପହଣ୍ଡି ଘୋଡ଼ାହାଡ଼- ତାଳପଡ଼ା  ରାସ୍ତାରେ ଏହି ଏନକାଉଣ୍ଟର ହୋଇଛି। ଆହତ ଜୟ ପ୍ରଧାନ ନିକଟରୁ  ଗୋଟିଏ ପିସ୍ତଲ, ୩ଟି ଗୁଳି, ଗୋଟିଏ ବୋମା  ଓ ବାଇକ୍ ଜବତ କରାଯାଇଛି। ଏନକାଉଣ୍ଟର ବେଳେ ଦିଗପହଣ୍ଡି ଥାନା ଆଇଆଇସି ଦେବାଶିଷ ମହାନ୍ତିଙ୍କ ସମେତ ୩ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଜୟ ନାଁରେ ବ୍ରହ୍ମପୁର, ଗଞ୍ଜାମ ଓ ଖୋର୍ଦ୍ଧାର ବିଭିନ୍ନ ଥାନାରେ  ୨୦ରୁ ଅଧିକ ମାମଲା ରହିଛି । ଜୟ ନାଁରେ  ଗତ ସପ୍ତାହକ ତଳେ ବମକେଇର ପୂର୍ବତନ ସରପଞ୍ଚ ଭଗବାନ ବାଡ଼ତ୍ୟା ଙ୍କୁ ଅପହରଣ ସହିତ ମାଡ଼ ମାରି ମୋବାଇଲ ଫୋନ ଛଡ଼ାଇ ନେବା ନେଇ ଦିଗପହଣ୍ଡି ଥାନାରେ ମାମଲା ରୁଜୁ ହୋଇଥିଲା।

   Related Posts