Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

କୁଖ୍ୟାତ ଅପରାଧୀ ଟିମନ ସହ ୩ ସହଯୋଗୀ ଗିରଫ

27/06/2019 at 9:41 AM

ବଲାଙ୍ଗିର ୨୭|୬: କୁଖ୍ୟାତ ଅପରାଧି ଟିମନ ସହ ୩ ସହଯୋଗୀ ଗିରଫ । ଜମି କିଣା କିଣି ସହ ବହୁ ଅପରାଧିକ ମାମଲାରେ କୁଖ୍ୟାତ ଅପରାଧି ଟିମନ ପୂର୍ବରୁ ଜେଲ ଯାଇଥିବା ବେଳେ ତା ନାଁରେ ବଢୁଛି ଅଭିଯୋଗର ଫର୍ଦ୍ଦ । ବଲାଙ୍ଗିର ଖୁଣ୍ଟପାଲିର ପର୍ଶୁରାମ ପଟେଲ ନାମକ ଜଣେ ବ୍ୟକ୍ତିଙ୍କୁ ଜୋରଜବରଦସ୍ତ ଜମି ବିକିବା ପାଇଁ ବାଧ୍ୟ କରିବା ସହ ତାଙ୍କୁ ଅପହରଣ କରିଥିବା ନେଇ ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ହୋଇଛି ।

ଏନେଇ ଭୁବନେଶ୍ବର ସଦର ଥାନାର ଏକ ସ୍ବତନ୍ତ୍ର ଟିମ୍ ଟିମନ ସହ ତାର ୩ ଜଣ ସହଯୋଗୀଙ୍କୁ ଗିରଫ କରିଛି ।  ଟିମନ ସହ ଧର୍ମେନ୍ଦ୍ର ଜାଲ, ତ୍ରିନାଥ ସାଗର, ଅନିରୁଦ୍ଧ ଦଳବେହେରାକୁ ଗିରଫ କରି କୋର୍ଟ ଚାଲାଣ କରିଛି ସଦର ଥାନା ପୋଲିସ । ଜମି ମାଫିଆ ଭାବେ ଜଣାଶୁଣା ଥିବା ବେଳେ ଟିମନ ଜେଲରୁ ଫେରିବା ପରେ ପୁଣି ତାର ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଛି ।

   Related Posts