Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଜୀବନ ଜୀବିକା ଉପରେ କରୋନା ଛାଟ: ଚିନ୍ତାରେ କଂସା-ପିତଳ କାରିଗର

27/04/2020 at 5:32 PM

ଭୁବନ୨୭/୪: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଜାରି ରହିଛି ଲକଡାଉନ୍। କରୋନା ପ୍ରଭାବରେ ପ୍ରଭାବିତ କଂସା ପିତଳ କାରିଗର। କଂସା, ଥାଳି, ଗରା ଓ ତାଟିଆ ଆଦି ବିଭିନ୍ନ ପ୍ରକାରର ଜିନିଷ ତିଆରି କରି ବେଶ ଦୁଇ ପଇସା ରୋଜଗାର କରି ପରିବାର ପ୍ରତିପୋଷଣ କରିଥାନ୍ତି।

କରୋନା ଛାଟରେ ପ୍ରଭାବିତ ହୋଇ ହାତ ବାନ୍ଧି ବସିଛନ୍ତି ଏସିଆ ମହାଦେଶର ସବୁଠାରୁ ବଡ ଗାଁ ଭୁବନର କଂସା ପିତଳ କାରିଗରମାନେ। ଦିନ ଥିଲା ଭୁବନ କଂସା ପିତଳ ପାଇଁ ପ୍ରସିଦ୍ଧ । ଚଳିତ ବର୍ଷ ତାଲା ବନ୍ଦ ଯୋଗୁଁ ସବୁ କିଛି ଠପ୍ ହୋଇଯାଇଛି।

   Related Posts