Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଗାଧୋଉଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର

2/06/2019 at 10:57 AM

ପଟ୍ଟାମୁଣ୍ଡାଇ ୨|୬: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଧୋଉଥିବା ବେଳେ ଯୁବକଙ୍କୁ ଟାଣି ନେଇଛି କୁମ୍ଭୀର । ଯୁବକଙ୍କୁ ଉଦ୍ଧାର ପାଇଁ ଗ୍ରାମବାସୀମାନେ ଉଦ୍ୟମ ଜାରି ରଖିଛନ୍ତି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମଣ୍ଡପଡା ଗାଁ ବ୍ରାହ୍ମଣୀ ନଦୀ ପ୍ରଧାନସାହି କୂଳରେ ସଞ୍ଜୟ ପ୍ରଧାନ ଗାଧୋଉଥିଲେ । ଗାଧୋଇବା ସମୟରେ ତାଙ୍କୁ ଏକ କୁମ୍ଭୀର ଟାଣିନେଇଛି । ଯୁବକ ସଞ୍ଜୟ ପ୍ରଧାନ ପ୍ରଧାନସାହିର ବୋଲି ଜଣାପଡିଛି । ଯୁବକଙ୍କୁ ଉଦ୍ଧାର ପାଇଁ ଗ୍ରାମବାସୀମାନେ ଉଦ୍ୟମ ଜାରି ରଖିଛନ୍ତି । ଏପର୍ଯ୍ୟନ୍ତ ଯୁବକଙ୍କର କୌଣସି ପତ୍ତା ମିଳିନାହିଁ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି ।

   Related Posts