Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ବାଲେଶ୍ବରରେ ସମୁଦ୍ରରେ ମାଛ ଧରୁଥିବା ବେଳେ ଜାଲରେ ପଡିଲା କୁମ୍ଭୀର

8/10/2018 at 11:36 AM

ବାଲେଶ୍ବର ୮|୧୦: ଜାଲରେ ପଡିଲା କୁମ୍ଭୀର । ବାଲେଶ୍ବର ଜିଲ୍ଲା ସିଙ୍ଗଲା ଥାନା କଷାଫଳ ନିଟକ ସମୁଦ୍ରରେ ମାଛ ଧରୁଥିବା ବେଳେ ବେଢ଼ିଜାଲରେ କୁମ୍ଭୀର ପଡିଯାଇଛି । କୁମ୍ଭୀରକୁ ଧରି ବନ ବିଭାଗକୁ ହସ୍ତାନ୍ତର କଲେ ମତ୍ସ୍ୟଜୀବୀ ।

   Related Posts