Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଧରୁଥିଲେ ମାଛ, ହେଲେ ଜାଲରେ ପଡ଼ିଲା ବିଶାଳକାୟ କୁମ୍ଭୀର

18/05/2021 at 5:25 PM

ଦିଗପହଣ୍ଡି, ୧୮/୦୫: ଦିଗପହଣ୍ଡି ରେଞ୍ଜରେ ଏକ କୁମ୍ଭୀର ଉଦ୍ଧାର ହୋଇଥିବା ଜଣାପଡ଼ିଛି l ଶଙ୍କରଖାଲି ବନ୍ଧରେ ମାଛ ଧରୁଥିବା ସମୟରେ ଜାଲରେ ଏକ ବୃହତ କୁମ୍ଭୀର ପଡିଯାଇଥିବା ଦେଖିବାକୁ ମିଳିଛି।

ସୂଚନା ଅନୁସାରେ, ଶଙ୍କରଖାଲି ବନ୍ଧରେ କିଛି ଯୁବକ ମାଛ ଧରିବାକୁ ବନ୍ଧକୁ ଯାଇଥିଲେ l ହେଲେ ମାଛ ମାରୁଥିବା ସମୟରେ ଏକ କୁମ୍ଭୀର ଜାଲରେ ପଡିଯାଇଥିଲା l ପରେ ଏହାକୁ ଉଦ୍ଧାର କରି କୁମ୍ଭୀରଟିର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା l ଯାଞ୍ଚ ପରେ ସୁରକ୍ଷିତ ଭାବେ ଏହାକୁ ଘୋଡାହଡ ଡ୍ୟାମରେ ବନ କର୍ମଚାରୀ ଛାଡ଼ିଥିବା ଜଣାପଡ଼ିଛି । ଏନେଇ ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ ସୂଚନା ଦେଇଛନ୍ତି l

   Related Posts