Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଚମ୍ପୁଆ ରେଞ୍ଜକୁ ପ୍ରବେଶ କଲେ ୨୨ଟିକିଆ ହାତୀପଲ, ଲୋକେ ଆତଙ୍କିତ

8/09/2020 at 8:10 AM

ପାଟଣା ୦୮।୦୯: ୨୨ଟିକିଆ ହାତୀପଲଙ୍କ ଉପଦ୍ରବ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜରୁ ଆଜି ୨୨ଟିକିକଆ ହାତୀପଲ କରଞ୍ଜିଆ ରେଞ୍ଜକୁ ଧସେଇ ପସିଛନ୍ତି । ହାତୀପଲ ନଦୀ ପାର ହୋଇ ଚମ୍ପୁଆ ରେଞ୍ଜକୁ ପ୍ରବେଶ କରିଥିବାର  ଦେଖିବାକୁ  ମିଳିଛି ।

ହାତୀପଲ ଧସେଇ ପଶିବା ଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ହାତୀପଲ ଚମ୍ପୁଆ ରେଞ୍ଜର ପଦ୍ମପୁର, ନନ୍ଦପୁର ,ପାହାଡ଼ଭଙ୍ଗା ଓ ମାଳିପଶି ଅଞ୍ଚଳରେ ବ୍ୟାପକ ଧାନ ଓ ମକା ଚାଷ ନଷ୍ଟ କରିଛନ୍ତି । ଏବେ ହାତୀପଲ ବର୍ଦ୍ଧନା ଜଙ୍ଗଲରେ ଡେରା ପକାଇଛନ୍ତି। ଗାଁ ପାଖ ଜଙ୍ଗଲରେ ହାତୀପଲ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

   Related Posts