ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ବଲାଙ୍ଗୀରରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ

23/08/2018 at 11:14 PM

ବଲାଙ୍ଗୀର ୨୪/୮ : ବଲାଙ୍ଗିର ଜିଲ୍ଲାରୁ ପୁଣି ଆସିଛି ଚାଷୀ ଆତ୍ମହତ୍ୟା ଅଭିଯୋଗ | କଣ୍ଟାବାଞ୍ଜି ଥାନା କରୁଆଁମୂଡା ପଞ୍ଚାୟତ କୁଲିଆଦରା ଗାଁର ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ଆସିଛି | ମୃତ ଚାଷୀ ଜଣକ ହେଲେ ଭଗତ ସଗରିଆ | ଭଗତ ନିଜ ଜମିରେ କପା ଓ ଧାନ ଚାଷ କରିଥିଲେ | ତେବେ ଚାଷ ସମ୍ପୂର୍ଣ ଖେତୀ ହୋଇଯାଇଥିଲା | କପା ଓ ଧାନ ଚାଷ କ୍ଷତି ସହ ଋଣ ଭାର ସହି ନପାରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି | ଗତକାଲି କୀଟନାଶକ ପିଇ ସେ ଗୁରୁତର ହେବା ପରେ ବଲାଙ୍ଗୀର ମେଡିକାଲରେ ଭର୍ତ୍ତି ହୋଇଥିଲେ | ତେବେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା | ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି |

   Related Posts