ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ସମ୍ବଲପୁରରେ ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା

22/08/2018 at 2:43 AM

ସମ୍ବଲପୁର ୨୨/୮ : ସମ୍ବଲପୁରରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ଆସିଛି | ସମ୍ବଲପୁର ଜିଲ୍ଲା ଖଲିଆ ଗାଁରେ ଜଣେ ଚାଷୀ ମାନସିକ ଚାପଗ୍ରସ୍ତ ହୋଇ ଆତ୍ମହତ୍ୟା କରିଥିବା ଜଣାପଡିଛି | ମୃତ ଚାଷୀ ଜଣକ ହେଲେ ଲଳିତ ପ୍ରଧାନ | ଚାଷରେ ବ୍ୟାପକ କ୍ଷତି ହେଇଥିବାରୁ କ୍ଷତି ଓ ଋଣ ବୋଝ ସହିନପାରି ଚାଷୀ ଜଣକ ଆଜି ସକାଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ | ତେବେ ତାଙ୍କୁ ସଂଗେ ସଂଗେ ବୁର୍ଲା ମେଡିକାଲ ନିଆଯାଇଥିଲା | ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା |

   Related Posts