Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ଠାବ ହେଲା ୧୫କେଜି ଓଜନର ଲ୍ୟାଣ୍ଡମାଇନ୍, ନିଷ୍କ୍ରିୟ କଲେ CRPF ବୋମା ନିଷ୍କ୍ରିୟକାରୀ ଟିମ୍

26/02/2021 at 4:10 PM

ନୂଆପଡା ୨୬।୨: ନୂଆପଡା ଜିଲ୍ଲାରୁ ଲ୍ୟାଣ୍ଡମାଇନ୍ ଉଦ୍ଧାର । କୋମନା ଥାନା ସୁନାବେଡା ଅଭୟାରଣ୍ୟ ଭିତର ଚେରେଚୁଆଁ ବିଟ୍ ହାଉସ୍ ସମ୍ମୁଖରୁ ଏହି ଲ୍ୟାଣ୍ଡମାଇନ୍ ଉଦ୍ଧାର ହୋଇଛି । ଖବର ପାଇବା ପରେ ଘଟଣାସ୍ଥଳରେ ସିଆରପିଏଫର ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ଲ୍ୟାଣ୍ଡମାଇନ୍ ଟିକୁ ନିଷ୍କ୍ରିୟ କରିଥିବା ଜଣାପଡିଛି । ଉଦ୍ଧାର ହୋଇଥିବା ଲ୍ୟାଣ୍ଡମାଇନ୍ ଟି ପାଖାପାଖି ୧୫ କେଜି ଓଜନର ହୋଇଥିବା ଅନୁମାନ କରାଯାଉଛି ।  ଏ ସଂପର୍କରେ ସିଆରପିଏଫ କମାଣ୍ଡାଣ୍ଟ ରାଜେଶ ବତ୍ସ ସୂଚନା ଦେଇଛନ୍ତି ।

   Related Posts