Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜି ଜୟପୁର ଗସ୍ତରେ ଯିବେ ମୁଖ୍ୟ ଶାସନ ସଚିବ, କୋଭିଡ଼ ସ୍ଥିତିର କରିବେ ସମୀକ୍ଷା !

31/05/2021 at 9:22 AM

ଜୟପୁର ୩୧।୦୫: ଆଜି ଜୟପୁର ଗସ୍ତରେ ଆସୁଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଦିନ ୧୦ଟାରେ ମୁଖ୍ୟ ଶାସନ ସଚିବ ଜୟପୁରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବଙ୍କ ସହ ସ୍ବାସ୍ଥ୍ୟ ସଚିବ ମଧ୍ୟ ରହିବେ ବୋଲି ସୂଚନା ମିଳିଛି ।

ତେବେ ମୁଖ୍ୟ ଶାସନ ସଚିବଙ୍କ ଏହି ଗସ୍ତ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ କୋଭିଡ ହସ୍ପିଟାଲ ଓ କୋଭିଡ କେୟାର ସେଣ୍ଟର ବୁଲି ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ଗସ୍ତ ପୂର୍ବରୁ ଏସବୁ ଡାକ୍ତରଖାନା ବୁଲି ସ୍ଥିତି ସମୀକ୍ଷା କରିଛି କୋରାପୁଟ ଜିଲ୍ଲା ପ୍ରଶାସନ।

   Related Posts