Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

IPL 2021 : ଫାଇନାଲ ପାଇଁ ଲଢେଇ, ପ୍ରଥମ କ୍ବାଲିଫାୟର ମ୍ୟାଚରେ ଟସ୍‌ ଜିତି ଚେନ୍ନାଇର ବୋଲିଂ ନିଷ୍ପତ୍ତି

10/10/2021 at 7:06 PM

ଦୁବାଇ ୧୦/୦ : ଆଉ କିଛି ସମୟ ପରେ ଆରମ୍ଭ ହେବ ଫାଇନାଲ ସ୍ଥାନ ପାଇଁ ମୁକାବିଲା । ପ୍ରଥମ କ୍ବାଲିଫାୟର ପାଇଁ ଆରମ୍ଭ ହେବ ଲଢେଇ । ଆଇପିଏଲ କିଙ୍ଗ ଚେନ୍ନାଇ ସୁପର କିଙ୍ଗସ୍‌ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆରମ୍ଭ ହୋଇଯିବ ମହାଲଢେଇ । ପ୍ରଥମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି ​‌ଚେନ୍ନାଇ ସୁପର କିଙ୍ଗସ୍‌ । ବ୍ୟାଟିଂ କରିବ ଋଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ।

ଚେନ୍ନାଇ ସୁପର କିଙ୍ଗସ୍: ଫାଫ୍ ଡୁ ପ୍ଲେସିସ୍, ଋତୁରାଜ ଗାୟକୱାଡ୍, ମୋଇନ୍ ଅଲୀ, ଅମ୍ବାତି ରାୟୁଡୁ, ରବିନ୍ ଉଥାପ୍ପା, ମହେନ୍ଦ୍ର ସିଂ ଧୋନୀ (କ୍ୟାପଟେନ), ଡ୍ବେନ୍‌ ବ୍ରାଭୋ, ରବୀନ୍ଦ୍ର ଜାଡେଜା, ଦୀପକ ଚହର, ଶାର୍ଦ୍ଦୁଲ ଠାକୁର, ଜୋଶ ହେଜେଲେଉଡ୍

ଦିଲ୍ଲୀ କ୍ୟାପିଟାଲ୍ସ : ପୃଥ୍ବୀ ସ’, ଶିଖର ଧାୱନ, ଶ୍ରେୟସ୍ ଆୟର, ଋଷଭ ପନ୍ତ (ଅଧିନାୟକ), ସିମ୍ରନ୍ ହେଟମାୟର, ଅକ୍ଷର ପଟେଲ, ରବିଚନ୍ଦ୍ରନ୍ ଅଶ୍ୱିନ୍, କାଗିସୋ ରାବାଡା, ଟମ୍ କରନ୍, ଏନ୍‌ରିଚ୍‌ ନର୍ଟେଜ୍‌, ଅବେସ ଖାନ୍

   Related Posts