Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

କଟକରେ କୋଭିଡ୍ ଯାଞ୍ଚ କଡାକଡି, ସିଲ୍ ହେଲା କୋଚିଂ ସେଣ୍ଟର

8/04/2021 at 9:37 AM

କଟକ ୮/୪: ମହଙ୍ଗା ପଡିଲା କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ । ଏହି ଅଭିଯୋଗରେ କୋଚିଂ ସେଣ୍ଟର ସିଲ୍‌ କରିଛି କଟକ ମହାନଗର ନିଗମ । ସିଡିଏ ଅଫିସ ନିକଟରେ ଥିବା ମହେନ୍ଦ୍ରା କ୍ଲାସେସ୍‌କୁ ସିଲ୍‌ କରି ସିଏମ୍‌ସି ।

କ୍ଲାସ୍‌ରୁମ୍‌ରେ ସାମାଜିକ ଦୂରତା ରକ୍ଷା କରାଯାଉନଥିବା ଅଭିଯୋଗରେ ସିଲ୍ ହୋଇଛି । ଏହି କିଛି ଦିନ ତଳେ ଏମିତି ଅନୁରୂପ ଭାବେ ଆଉ ଏକ ଶିକ୍ଷାନୁଷ୍ଠାନକୁ ସିଲ୍ କରିଥିଲା ସିଏମସି । ଆଗାମୀ ଦିନରେ ମଧ୍ୟ ସହରରେ ସିଏମସି ଓ ସିଡିଏ ପକ୍ଷରୁ ମିଳିତ ଭାବେ ଏହି ଚଢଉକୁ ଜୋରଦାର କରାଯିବ ବୋଲି ସୂଚନା ଦିଆଯାଇଛି।

   Related Posts