Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ପଟ୍ଟାମୁଣ୍ଡାଇରେ ହାଜତ ମୃତ୍ୟୁ ଅଭିଯୋଗ

18/09/2019 at 11:33 PM

ପଟ୍ଟମୁଣ୍ଡାଇ – ପଟ୍ଟାମୁଣ୍ଡାଇରେ ଜଣେ ଅଭିଯୁକ୍ତଙ୍କର ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଚୋରା ମଦ ବ୍ୟବସାୟ କରୁଥିବା ଅଭିଯୋଗରେ ଅରଡପଲିର ସୁଶାନ୍ତ ବେହେରା ନାମକ ବ୍ୟକ୍ତିଙ୍କୁ ପୁଲିସ ଉଠାଇ ଆଣିଥିଲା ।  ଏହାପରେ ତାଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଥିଲା। ଏହାର ବିରୋଧରେ ଶହ ଶହ ଗ୍ରାମବାସୀ ଥାନା ଘେରାଉ କରିଛନ୍ତି ।

ସୁଶାନ୍ତଙ୍କୁ ଚିକିତ୍ସା ପାଇଁ କଟକ ନେଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପୁଲିସ କହିଛି । ହେଲେ ସୁଶାନ୍ତଙ୍କର ହାଜତରେ ମୃତ୍ୟୁ ହୋଇଥିବା ଓ ତାଙ୍କର ମୃତ୍ୟୁ ପାଇଁ ପୁଲିସଙ୍କୁ  ପରିବାର ଲୋକ ଦାୟୀ କରିଛନ୍ତି ।

   Related Posts