ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ଦମକଳ ବାହିନୀ

Published By : Prameya-News7 Bureau | October 17, 2021 IST

କଟକ,୧୭/୧୦: ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ ଘଟିଛି । ଏସ୍ ଏସ୍ ଏଣ୍ଟରପ୍ରାଇଜର୍ସ ନାମକ କାରଖାନାରେ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । କାରଖାନାରେ ମଙ୍ଗଲଦୀପ୍ ଵ୍ରାଣ୍ଡର ଅଗରଵତୀ ତିଆରି ହେଉଥିଲା । ଘଟଣାସ୍ଥଳରେ ଦମକଳ ଵାହିନୀ ପହଞ୍ଚି ନିଆଁକୁ ଆୟତ୍ତକୁ ଆଣିବା ପାଇଁ ଚେଷ୍ଟା ଚଳାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.