Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

କଟକ ସହରରୁ ଆଉ ୫୭ ନୂଆ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୮

26/07/2020 at 4:54 PM

କଟକ, ୨୬|୦୭: କଟକ ସହରରୁ ଆଉ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ୪୯ ଜଣ କ୍ୱାରେଣ୍ଚାଇନରେ ଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୧ଜଣ ସରକାରୀ କ୍ୱାରେଣ୍ଟାଇନରେ ଥିବା ବେଳେ ୩୬ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ସେହିପରି ୨ଜଣ ପେଡ୍ କ୍ୱାରେଣ୍ଟାଇନରେ ରହିଥିଲେ ।

ତେବେ ୮ ସ୍ଥାନୀୟ ସଂକ୍ରମିତ ହେଲେ ଦରଘା ବଜାରର ୩୭ ବର୍ଷୀୟ ବ୍ୟକ୍ତି, ମାଲଗୋଦାମ ବେହେରା ସାହିର ୫ ବର୍ଷର ବାଳକ, ରେଭେନ୍ସା ବିଶ୍ୱବିଦ୍ୟାଳୟର ଜଣେ ୨୧ ବର୍ଷୀୟ ଯୁବକ, ଶଙ୍କରପୁରର ୪୨ ବର୍ଷୀୟ ବ୍ୟକ୍ତି, ଓଡିଆବଜାରର ଜଣେ ୫୦ ବର୍ଷୀୟା କରୋନା ଯୋଦ୍ଧା , ତୁଳସୀପୁରର ଜଣେ ୩୩ ବର୍ଷୀୟ ଯୁବକ ଓ ଓଡିଆ ବଜାରର ୧୨ ବର୍ଷୀୟ ଯୁବକ ଓ ୮୮ ବର୍ଷୀୟା ମହିଳା ।

ସୂଚନାଯୋଗ୍ୟ, କଟକ ସହରରେ ଏବେସୁଦ୍ଧା ୬୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୯୬ ଜଣ ସୁସ୍ଥ ହୋଇଛନ୍ତି । ୮ ଜଣ ପ୍ରାଣ ହରାଇଥିବା ବେଳେ ୩୬୭ଟି ସକ୍ରିୟ କେସ୍ ରହିଛି ।  

   Related Posts