Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

କଟକ ସହରରୁ ଆଉ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ, ୩୭ ସ୍ଥାନୀୟ ସଂକ୍ରମିତ

16/08/2020 at 7:58 PM

କଟକ, ୧୬|୦୮:  କଟକ ସହରରୁ ରବିବାର ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୮୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ଓ ୬୦ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ।

ଏବେସୁଦ୍ଧା କଟକ ସହରରେ ୨୨୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୨ ଜଣ ପ୍ରାଣ ହରାଇଥିବା ବେଳେ ୮୬୦ଟି ସକ୍ରିୟ କେସ୍ ରହିଛି ।

   Related Posts