କଟକ ସହରରୁ ଆଉ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ, ୩୭ ସ୍ଥାନୀୟ ସଂକ୍ରମିତ

Published By : Prameya-News7 Bureau | August 16, 2020 IST

କଟକ, ୧୬|୦୮:  କଟକ ସହରରୁ ରବିବାର ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୮୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ଓ ୬୦ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ।

wp:html /wp:html

ଏବେସୁଦ୍ଧା କଟକ ସହରରେ ୨୨୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୨ ଜଣ ପ୍ରାଣ ହରାଇଥିବା ବେଳେ ୮୬୦ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.