Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଟ୍ରକ୍ ଧକ୍କାରେ ରେଭେନ୍ସା ଛାତ୍ରୀଙ୍କ ମୃତ୍ୟୁ ଘଟଣା : ଡିସିପି କହିଲେ ଟ୍ରାଫିକ୍ କର୍ମଚାରୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

6/09/2019 at 12:31 PM

କଟକ ୬।୯: ଟ୍ରକ୍ ଧକ୍କାରେ ରେଭେନ୍ସା ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ଅଖିଳେଶ୍ବର ସିଂ । ଡିସିପି କହିଛନ୍ତି ଯେ, ଟ୍ରାଫିକ୍ କର୍ମଚାରୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଟ୍ରାଫିକ୍ ଏସିପି ଘଟଣାର ତଦନ୍ତ କରୁଛନ୍ତି । ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ସୂଚନାଯୋଗ୍ୟ ଯେ, ଗତକାଲି ଦିନ ସାଢେ ଗୋଟାଏରେ କଟକ ରେଭେନ୍ସା କଲେଜ ଛକରେ ଟ୍ରକ୍ ଚାପାରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ଛାତ୍ରୀ ଜଣକ ସ୍କୁଟି ନେଇ ରାସ୍ତାର ବାମ ପଟେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ତାଙ୍କୁ ଧକା ଦେଇଥିଲା । ଆଉ ସେ ପଡ଼ିଯିବା ପରେ ତାଙ୍କୁ ଚାପି ପଳାଇଥିଲା । ପାଖ ଦୋକାନରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି ଦୁର୍ଘଟଣା ସମୟର ଚିତ୍ର ।

ଛାତ୍ରୀ ଜଣକ ରାସ୍ତାର ବାମ ପଟେ ଯାଉଥିବା ବେଳେ କେମିତି ପଛପଟୁ କ୍ଷିପ୍ର ଗତିରେ ଛତ୍ରବଜାରରୁ ଆସୁଥିବା ଟ୍ରକଟି ତାଙ୍କ ଉପରେ ଚଢ଼ି ପଳାଇଥିଲା ।

   Related Posts