Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

କଟକ ସହରରେ ଆନନ୍ଦ ଉଲ୍ଲାସ ସହ ପାଳିତ ହୋଇଛି ଇଦ୍ ଉଲ୍ ଜୁହା ପର୍ବ

22/08/2018 at 5:36 PM

ଆନନ୍ଦ ଉଲ୍ଲାସ ଓ ଶ୍ରଦ୍ଧାର ସହ କଟକ ସହରରେ ପାଳିତ ହୋଇଛି ଇଦ୍ ଉଲ୍ ଜୁହା ପର୍ବ । କଟକ ଇଦଗହା ପଡିଆରେ ହେ।ଇଥିଲା ସାମୁହିକ ନମାଜ ପାଠର ଆୟୋଜନ । ୫ ହଜାରରୁ ଅଧିକ ମୁସଲମାନ ଶ୍ରଦ୍ଧାଳୁ ନମାଜ ପାଠ କରିବା ସହିତ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି ।

   Related Posts