Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଇକ୍, ଜଣେ ମୃତ

11/05/2021 at 11:13 AM

କଣ୍ଟାବାଞ୍ଜି,୧୧/୦୫:  ସାଇକେଲକୁ ଧକ୍କା ଦେଲା ବାଇକ । ଜୀବନ ହାରିଲେ ସାଇକେଲ ଆରୋହୀ  ।ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ।

ସୂଚନା ଅନୁସାରେ, କଣ୍ଟାବାଞ୍ଜି ଥାନା କରଲା ଫାଟକ ରାସ୍ତା ନିକଟରେ ଏହି ଦୁର୍ଘଟଣା ଘଟଛି । ମୃତକ ହେଲେ ବିଦ୍ୟାଧର ମାଝୀ  । ସେ ବେହେରେନସିଲେଟ ଗାଁର ଅଟନ୍ତି । ତେବେ ବିଦ୍ୟାଧର ନିଜ ଚାଷ ଜମିରୁ କାମ ସାରି ଘରକୁ ଫେରୁଥିଲା ସମୟରେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା । ସେ ତଳେ ପଡି ଯାଇଥିଲେ ଓ ତାଙ୍କୁ ଶକ୍ତ ଆଘାତ ଲାଗିଥିଲା । ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା ।

   Related Posts