Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

18/05/2021 at 9:08 AM

ପାଟଣା,୧୮/୦୫: ଧକ୍କା ଦେଲା  କାର । ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ ଘଟିଛି ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ସୂଚନା ଅନୁସାରେ, ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ବ୍ୟାଙ୍କ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ତୁରୁମୁଙ୍ଗା ଥାନା ଭୁଲୁଦା ଗାଁର ବିଦେଶୀ ନାଏକ  । ବିଦେଶୀ କୌଣସି କାମରେ ସାଇକେଲରେ ବାହାରକୁ ଯାଉଥିବା ବେଳେ ତାଙ୍କୁ ଏକ କାର୍ ଧକ୍କା ଦେଇଥିଲା । ଫଳରେ ସେ ତଳେ ପଡିଯାଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ସୂଚନା ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts