Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ପୁଣି ବାତ୍ୟା ଭୟ : ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

4/11/2019 at 9:03 AM

ଭୁବନେଶ୍ବର ୪/୧୧: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସମୟରେ ୪୦ ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିପରି ନଭେମ୍ବର ତୃତୀୟ ସପ୍ତାହ ବେଳକୁ ଉତ୍ତର ଓଡିଶାରେ ଶୀତ ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

   Related Posts