Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ବଙ୍ଗୋପସାଗରରେ ଘନୀଭୂତ ହେଉଛି ବାତ୍ୟା ‘ଫନୀ’

29/04/2019 at 9:36 AM

ଭୁବନେଶ୍ୱର ୨୯/୪ : ବଙ୍ଗୋପସାଗରରେ ଘନୀଭୂତ ହେଉଛି ବାତ୍ୟା ‘ଫନୀ’ | ଆଜି ସକାଳ ସୁଦ୍ଧା ଚେନ୍ନାଇଠାରୁ ୧୦୫୦କମି ଦୂରରେ ରହିଛି ଫନୀ | ଘଣ୍ଟାପ୍ରତି ୬କିମି ବେଗରେ ଉତ୍ତର ଦିଗରେ ଗତି କରୁଛି | ୧୨ଘଣ୍ଟା ଭିତରେ ସିଭିଅର ସାଇକ୍ଲୋନରେ ପରିଣତ ହେବ ବୋଲି କେନ୍ଦ୍ର ପାଣିପାଗ ବିଭାଗ ସୂଚନା ଦେଇଛି | ୨୪ଘଣ୍ଟା ଭିତରେ ଭେରି ସିଭିଅର ସାଇକ୍ଲୋନ୍ ରୂପର ନେବ ଫନୀ | ମେ ୧ତାରିଖ ପରେ ଗତିପଥ ବଦଳାଇବ ବାତ୍ୟା ‘ଫନୀ’ |


ଓଡିଶା ପ୍ରତି ବାତ୍ୟା ବିପଦ ନାହିଁ ବୋଲି କହିଛନ୍ତି ପାଣିପାଗ ବିଭାଗ | ଉପକୂଳ ଆନ୍ଧ୍ର ଏବଂ ଓଡିଶାରେ ବର୍ଷା ଆଶଙ୍କା ରହିଛି | ମେ ୩ ତାରିଖରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ |

   Related Posts