Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଜୱାଦ୍‌ ଅପଡେଟ୍‌: ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିନପାରେ ବାତ୍ୟା !

4/12/2021 at 6:59 PM

ଭୁବନେଶ୍ୱର, ୦୪/୧୨: ବାତ୍ୟା ଜୱାଦ୍‌ ଏବେ ୩ କିମି ବେଗରେ ଉତ୍ତରରେ ଗତି କରୁଛି । ଯାାହାକୁ ନେଇ ଦିଗ ବଦଳାଇ ପାରେ ବୋଲି ଅନୁମାନ କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଏନେଇ ପ୍ରକାଶ କରିଥିବା ବେଳେ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

   Related Posts