ଜୱାଦ୍‌ ଅପଡେଟ୍‌: ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିନପାରେ ବାତ୍ୟା !

Published By : Prameya-News7 Bureau | December 04, 2021 IST

ଭୁବନେଶ୍ୱର, ୦୪/୧୨: ବାତ୍ୟା ଜୱାଦ୍‌ ଏବେ ୩ କିମି ବେଗରେ ଉତ୍ତରରେ ଗତି କରୁଛି । ଯାାହାକୁ ନେଇ ଦିଗ ବଦଳାଇ ପାରେ ବୋଲି ଅନୁମାନ କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଏନେଇ ପ୍ରକାଶ କରିଥିବା ବେଳେ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.