Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଦୁର୍ବଳ ହେଉଛି ବାତ୍ୟା ‘ଜଓ୍ୱାଦ’, ଘଣ୍ଟାକୁ ୪ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି

4/12/2021 at 10:02 AM

ଭୁବନେଶ୍ୱର ୦୪/୧୨: ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଜଓ୍ବାଦ । ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁବା ବେଳେ ଗଭୀର ଅବପାତ ରୂପ ନେବ ବାତ୍ୟା । ଏହି ସମୟରେ ପବନର ବେଗ ସର୍ବାଧିକ ୭୫ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଘଣ୍ଟାକୁ ୪ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି ବାତ୍ୟା ଜଓ୍ବାଦ ।

ବର୍ତ୍ତମାନ ଏହା ବିଶାଖାପାଟଣା ରୁ ୨୩୦କିମି, ଗୋପାଳପୁର ଠାରୁ ୩୪୦ କିମି, ପୁରୀରୁ ୪୧୦ କିମି ଦୂରରେ ରହିଛି । ବାତ୍ୟା ଉତ୍ତର ଉତ୍ତର ପୂର୍ବ ଗତି କରିବା ବେଳେ ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଆଦି ଜିଲ୍ଲାରେ ୨୦ ସେଣ୍ଟିମିଟର ବର୍ଷା ହେବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

   Related Posts