Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ବାତ୍ୟା ମୁକାବିଲା, ୫ ଜିଲ୍ଲା ପାଇଁ ୫ IASଙ୍କୁ ଦାୟିତ୍ୱ

24/05/2021 at 11:45 AM

ଭୁବନେଶ୍ୱର ୨୪।୦୫: ଆସୁଛି ବାତ୍ୟା ୟସ୍‌ । କରୋନା ମହାମାରୀ ଭିତରେ ବାତ୍ୟା ୟସ୍‌କୁ ନେଇ ରାଜ୍ୟବାସୀଙ୍କ ମନରେ ଭୟ ସୃଷ୍ଟି ହୋଇଛି । କିନ୍ତୁ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି । ଏହାମଧ୍ୟରେ ବାତ୍ୟା ମୁକାବିଲା ନେଇ  ୫ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ  ୫ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।

ଖବର ଅନୁଯାୟୀ, ରାଜ୍ୟରେ ୟସ୍‌ ବାତ୍ୟାର ମୁକାବିଲା ନେଇ ୫ ବରିଷ୍ଠ ଆଇଏଏସ୍‌ଙ୍କୁ ୫ଜିଲ୍ଲାର ଦାୟିତ୍ୱ ଦିଆଯାଇଛି। ସମସ୍ତ ପ୍ରଶାସନିକ ଅଧିକାରୀ ପ୍ରସ୍ତୁତି ଓ ରିଲିଫ କାର୍ଯ୍ୟ ତଦାରଖ କରିବେ। ତେବେ  କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ପାଇଁ ଶାଶ୍ୱତ ମିଶ୍ର, ଭଦ୍ରକ ଜିଲ୍ଲା ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଳ ଦେବ, ମୟୂରଭଞ୍ଜ ଜିଲ୍ଲା ପାଇଁ ସୁରେଶ ବଶିଷ୍ଟଙ୍କୁ ଦାୟିତ୍ୱ ଦିଆଯାଇଛି ।

ସେହିପରି ସୋମବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ବାତ୍ୟା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts