Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟସ୍’

23/05/2021 at 2:22 PM

ଭୁବନେଶ୍ୱର ୨୩।୦୨: ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି ମହାନିର୍ଦ୍ଦେଶକ କହିଛନ୍ତି  ଷ

ୱେଲମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇ ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ। ୨୪ ତାରିଖରେ ଏହା ବାତ୍ୟାର ରୂପ ନେବାପରେ ‘ୟାସ୍’ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହାପରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ। ୨୫ ତାରିଖରୁ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବ।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର. କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୬ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୬ ସକାଳେ ବାତ୍ୟା ‘ୟାସ୍’ ଉତ୍ତର ଉପକୂଳ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ନିକଟରେ ଥିବ। ଏପରିକି ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

   Related Posts