Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ଶିକ୍ଷାର ବିକାଶରେ ହିଁ ଦେଶର ବିକାଶ ହେବ- ପଦ୍ମଶ୍ରୀ ଡି. ପ୍ରକାଶ ରାଓ

30/01/2020 at 9:13 PM

କଟକ୩୦/୧: ଶିକ୍ଷାର ବିକାଶରେ ହିଁ ଦେଶର ବିକାଶ ହୋଇପାରିବ। ତେଣୁ ସେଦିଗରେ ଉଭୟ ଛାତ୍ର ଛାତ୍ରୀ ଏବଂ ଅଭିଭାବକମାନେ ଯତ୍ନବାନ୍ ହେବା ଆବଶ୍ୟକ । କଟକ ଡି ଏନ୍ ପବ୍ଲିକ ସ୍କୁଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏଭଳି ମତ ରଖିଛନ୍ତି ପଦ୍ମଶ୍ରୀ ଡି. ପ୍ରକାଶ ରାଓ । ଏହି ଉତ୍ସବରେ ଶିକ୍ଷାବିତ୍ ଅତୁଲ୍ କୁମାର ନନ୍ଦ, ଓଲିଉଡ୍ ଷ୍ଟାର ବେବି ପ୍ରଧାନ ପ୍ରମୁଖ ଯୋଗଦେଇ କୃତ୍ତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

   Related Posts